ସର୍ବନିମ୍ନ ଆବଶ୍ୟକ ମଜୁରି, ମୂଳ ଦରମାରେ ମହଙ୍ଗା ଭତ୍ତା ମିଶ୍ରଣ, ମୂଲ୍ୟବୃଦ୍ଧିର ନିଷ୍ପ୍ରଭାବିକରଣ ଆଦି ଦାବି ନେଇ ୧୯ ସେପ୍ଟେମ୍ବର ୧୯୬୮ର କେନ୍ଦ୍ର ସରକାରୀ କର୍ମଚାରୀମାନଙ୍କର ଏକ ଦିବସୀୟ ସର୍ବଭାରତୀୟ ଧର୍ମଘଟ ଡାକରାରେ ତତ୍କାଳୀନ ସରକାର ଧର୍ମଘଟରେ ସାମିଲ ହୋଇଥିବା ୧୭ ଜଣ କର୍ମଚାରୀଙ୍କୁ ପୋଲିସ ଓ ମିଲିଟାରୀ ଫୋର୍ସଙ୍କ ଦ୍ଵାରା ଲାଠି ଓ ଗୁଳି ମାଡ ସହ ଟ୍ରେନ ଚଢେଇ ମାରିଦେଲେ, ପାଖାପାଖି ୧୨ ହଜାର କର୍ମଚାରୀଙ୍କୁ କାରାଗାରରେ ବନ୍ଦୀ କଲେ, ୪୦ ହଜାର କର୍ମଚାରୀଙ୍କୁ ନିଲମ୍ବନ କଲେ ଓ ୬୪ ହଜାର କର୍ମଚାରୀଙ୍କୁ ଚାକିରୀରୁ ବରଖାସ୍ତ କରିବା ପାଇଁ ନୋଟିସ ଜାରି କଲେ ଏବଂ ସର୍ବୋପରି ଆନ୍ଦୋଳନ କରୁଥିବା ଡାକ ତାର କର୍ମଚାରୀ ରାଷ୍ଟ୍ରୀୟ ମହାସଂଘ (ଏନଏଫପିଟିଇ ଯାହା ଡାକ ଓ ତାର ଦୁଇଟି ଅଲଗା ଅଲଗା ବିଭାଗ ହେଲାପରେ ଏନଏଫପିଇ ଓ ଏନଏଫଟିଇ ନାମରେ ପରିଚିତ)ର ମାନ୍ୟତା ପ୍ରତ୍ୟାହାର କରିନେଲେ। ଧର୍ମଘଟର ସୁଫଳ ଯଦିଓ ତୁରନ୍ତ ମିଳି ନଥିଲା, ଏହି ଆନ୍ଦୋଳନ ପରେ ୧୯୭୦ରେ ନିଯୁକ୍ତି ପାଇଥିବା ତୃତୀୟ କେନ୍ଦ୍ରୀୟ ବେତନ ଆୟୋଗ ଦାବିଗୁଡିକୁ ଗୁରୁତ୍ୱର ସହ ବିଚାର କରିଥିଲେ। ଆଜିର ଯୁବପିଢିଙ୍କୁ ଏସବୁ କାହାଣୀ ଭଳି ଲାଗିଲେ ବି ଏ କଥା ବୁଝିବାକୁ ହେବ ଯେ କୌଣସି ସଂଗ୍ରାମ କେବେ ବିଫଳ ହୁଏନି।
#19th_September_1968_Historic_Strike:
Demanding (1) Need-based Minimum Wage to all Central and State Govt. employees on the basis of the norms evolved by the 15th Indian Labour Conference, (2) Full neutralization of cost of living, (3) Merger of DA with basic Pay, (4) No Retrenchment / Victimization and (5) No reduction in retirement age, a joint statement was issued by CCGEW and All India State Govt. Employees Federation (AISGEF) on 12.07.1968. The National Convention of Confederation held at New Delhi on 13.07.1968 expressed strong protest at the negative stand of the Govt. which refused to refer to arbitration the two issues of Need-based Minimum Wage and Merger of DA. “Demand Day” was observed on 08.08.1968. Confederation, NFPTE, AIRF and AIDEF held their Executive Committee Meetings and decided to go on a One Day Token Strike on 19th September, 1968 and observed “National Mobilization Day on 13.09.1968 and massive demonstrations on 17.09.1968.
No comments:
Post a Comment